www.samajalive.in
Saturday, December 6, 2025
26.1 C
Bhubaneswar

ମନୋଜ କୁମାରଙ୍କ ପରଲୋକରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ:  ବଲିଉଡ୍ ଭେଟେରାନ୍ ଅଭିନେତା ମନୋଜ କୁମାରଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କହିଛନ୍ତି ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ମନୋଜଙ୍କ ଦେହାନ୍ତରେ ମୁଁ ଦୁଃଖିତ। ଭାରତୀୟ ସିନେମାର ଆଇକନ୍ , ଦେଶାତ୍ମକ ଚିନ୍ତାଧାରା ପାଇଁ ସେ ପରିଚିତ। ତାଙ୍କ କାର୍ଯ୍ୟ ଜାତୀୟ ଭାବନାକୁ ପ୍ରଜ୍ବଳିତ କରିଥିଲା। ଏବଂ ସର୍ବଦା ପ୍ରେରଣା ଦେବ । ମନୋଜ କୁମାରଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ। ସେପଟେ ମନୋଜ କୁମାରଙ୍କ ଦେହାନ୍ତରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। କହିଛନ୍ତି ଅଭିନେତା ଓ ନିର୍ଦେଶକ ମନୋଜଙ୍କ ଦେହାନ୍ତଙ୍କ ମୁଁ ଗଭୀର ମର୍ମାହତ। ଭାରତୀୟ ସିନେମାରେ ତାଙ୍କ ଅବଦାନକୁ ଭାରତ କୁମାର ଭାବେ ସ୍ମରଣ କରିବେ। ପରିବାର ଏବଂ ପ୍ରଶଂସକ ମାନଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

 

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories