www.samajalive.in
Sunday, December 7, 2025
15.1 C
Bhubaneswar

ମନୋଜ କୁମାରଙ୍କ ଦେହାନ୍ତ

ନୂଆଦିଲ୍ଲୀ: ପରଲୋକରେ ମନୋଜ କୁମାର। ବଲିଉଡ୍ ର ଭେଟେରାନ୍ ଅଭନେତା ମନୋଜ କୁମାରଙ୍କ ପରଲୋକ ଘଟିଛି।  ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି।  ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଭରତ ନାଁରେ ସେ ଥିଲେ ବେଶ୍ ଲୋକପ୍ରିୟ। ୧୯୯୨ ମସିହା​‌ରେ ପଦ୍ମଶ୍ରୀ ଏବଂ ଦାଦା ସାହେବ ଫାଲକେ ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଥିଲା। ରୋଯି କପଡା ଅର୍ ମକାନ୍ , ଆଦମୀ, ଉପକାର୍, ବେଇମାନ୍ , ମେରା ନାମ୍ ଜୋକର, ଅମାନତ୍ , କ୍ରାନ୍ତି , ଦଶନମ୍ବରୀ , ମୈଦାନୀ ଜଙ୍ଗ ଆଦି ଚଳଚିତ୍ରରେ ସେ ନିଜର ନିଖୁଜ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ। ଦେଶାତ୍ମକ ଚଳଚିତ୍ର ପାଇଁ ବେଶ୍ ଲୋକପ୍ରିୟ ଥିଲେ ମନୋଜ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories