ଭାଇସ୍ ଆଡମିରାଲ ଦୀନେଶ କେ ତ୍ରିପାଠୀ ନୌସେନାର ପରବର୍ତ୍ତୀ ମୁଖ୍ୟ ନିଯୁକ୍ତ

ଡେସ୍କ: ଭାରତୀୟ ନୌସେନାର ପରବର୍ତ୍ତୀ ମୁଖ୍ୟ ଭାବେ ନୌସେନାର ଉପମୁଖ୍ୟ ଭାଇସ ଆଡମିରାଲ ଦୀନେଶ କେ ତ୍ରିପାଠୀଙ୍କୁ ନିଯୁକ୍ତ କରାଯାଇଛି। ଚଳିତ ମାସ ୩୦ ତାରିଖରେ ଅବସର ନେଉଥିବା ଆଡମିରାଲ ଆର ହରି କୁମାରଙ୍କ ସ୍ଥାନରେ ସେ ଦାୟିତ୍ୱ ତୁଲାଇବେ। ନୌସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀ ତ୍ରିପାଠୀ ପଶ୍ଚିମ ନୌସେନା କମାଣ୍ଡର ଫ୍ଲାଗ ଅଫିସର କମାଣ୍ଡିଂ-ଇନ୍-ଚିଫ୍ ଭାବେ କାର୍ଯ୍ୟ କରିଛନ୍ତି। ଜଣେ ଯୋଗାଯୋଗ ଏବଂ ବୈଦ୍ୟୁତିକ ଯୁଦ୍ଧ ବିଶେଷଜ୍ଞ ଭାବେ ଭାଇସ୍ … Continue reading ଭାଇସ୍ ଆଡମିରାଲ ଦୀନେଶ କେ ତ୍ରିପାଠୀ ନୌସେନାର ପରବର୍ତ୍ତୀ ମୁଖ୍ୟ ନିଯୁକ୍ତ