www.samajalive.in
Sunday, December 14, 2025
23.1 C
Bhubaneswar

କଟକଣା ସହ ସ୍ୱାଧୀନତା ଦିବସ ପାଳନ ନେଇ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ

ଫୁଲବାଣୀ: କନ୍ଧମାଳରେ କରୋନା ମହାମାରୀ ସହିତ ସ୍ୱାଧୀନତା ଦିବସ ପାଳନକୁ ନେଇ ଆଜି ଏକ ଭିଡ଼ିଓ କନଫରେନ୍ସ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଡ଼.ବୃନ୍ଦା.ଡ଼ି, ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ ଓ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱନାଥ ବାରିକ ପ୍ରମୁଖ ଉପସ୍ଥିତ ରହି ସମଗ୍ର ଜିଲାର ବିଡ଼ିଓମାନଙ୍କ ସହିତ ଆଲୋଚନା କରିଥିଲେ। ଏଥି ସହିତ ବିଭିନ୍ନ ବ୍ଳକ ସ୍ତରରେ ସରପଂଚ, ସମିତିସଭ୍ୟ, ଅନ୍ୟମାନେ ମଧ୍ୟ ଉପସ୍ଥିତ ରହି ଆଲୋଚନା କରିବା ସହିତ ନିର୍ବାଚିତ ଲୋକ ପ୍ରତିନିଧିମାନେ ମଧ୍ୟ ଜିଲାରେ କରୋନାକୁ ପ୍ରତିହତ କରିବା ପାଇଁ ସମସ୍ତ ସ୍ତରରେ ଉଦ୍ୟମ ପାଇଁ ମଧ୍ୟ ପରାମର୍ଶ ଦିଆଯିବା ସହିତ ପ୍ରତ୍ୟେକ ଗ୍ରାମାଞ୍ଚଳରେ ପହଞ୍ଚି ଲୋକ ପ୍ରତିନିଧି ଓ ସରକାରୀ କର୍ମଚାରୀ ମାନେ ଲୋକଙ୍କୁ ସଚେତନ କରିବା, ସାମାଜିକ ଦୂରତ୍ୱା, ମାସ୍କ ପିନ୍ଧିବା, ଅତି ଆବଶ୍ୟକ ନହେଳେ ଘରୁ ନାବହାରିବା ସହିତ କାଶ, ଥଣ୍ଡା, ଜ୍ୱର ଆଦି ଲକ୍ଷଣ ଦେଖାଗଲେ ତୁରନ୍ତ ଆଶା ଓ ଅଙ୍ଗନୱାଡ଼ି କର୍ମୀକୁ ଅବଗତ କରାଇ ପରୀକ୍ଷା କେନ୍ଦ୍ରକୁ ଆଣିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories