www.samajalive.in
Monday, December 8, 2025
13.1 C
Bhubaneswar

ପାଣିରେ ନଜର ଆସିଲା ଅଜବ ଜୀବ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ : ନିକଟରେ ଏକ ଚକିତ କରିଦେବା ଭଳି ଭିଡିଓ ସାମ୍ନାକୁ ଆସିଛି ଯାହା ଭାଇରାଲ ହେବାରେ ଲାଗିଛି । ଭିଡିଓରେ ଏକ ଅଜବ ଜୀବ ପାଣିରେ ପହଁରୁଥିବା ଦେଖିବାକୁ ମିଳୁଛି । ଏହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେବା ସହ ଭୟ କରୁଛନ୍ତି ।

 

View this post on Instagram

 

A post shared by 🦋Akku🦋 (@janvibhatt992004)

- Advertisement -

ଭିଡିଓଟି ହରିଦ୍ବାରର ରାନୀପୁର ମୋଡର ବୋଲି କୁହାଯାଉଛି । ଏଠାରେ ଘାଟରେ କିଛି ଲୋକ ଗାଧୋଉଥିଲେ । ଏହି ସମୟରେ ଅଚାନକ ଏକ ଜୀବ ପାଣିରେ ପହଁରି ସେମାନଙ୍କ ଆଡକୁ ମାଡିଆସିଥିଲା । କିଛି ଲୋକ ଏହାକୁ ସାପ ବୋଲି ଭାବିଥିଲେ ଏବଂ କିଛି ଲୋକ ଏହାକୁ କୁମ୍ଭୀର ବୋଲି କହିଥିଲେ । ତେବେ ଏହି ସମୟରେ ଏହାର ଭିଡିଓ ଉତ୍ତୋଳନ କରିଥିଲେ ଲୋକେ । ଭିଡିଓଟି ଇନଷ୍ଟାଗ୍ରାମରେ ଭାଇରାଲ ହେଉଛି । ଏହାକୁ ୪୪ ହଜାରରୁ ଅଧିକ ଲାଇକ୍ସ ମିଳିସାରିଛି ଏବଂ ସମସ୍ତେ ଏହାକୁ ସେୟାର କରୁଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories