www.samajalive.in
Sunday, December 7, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ; ପାର୍କରେ ନିଜ ଛୁଆକୁ ଛାଡି ପଳାଉଥିଲେ ମହିଳା, ଆଉ ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ୍‌ ହୋଇଥାଏ । ଯାହା ଆଶ୍ଚର୍ଯ୍ୟଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ। ମାତ୍ର ନିକଟରେ ଏଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି, ଯାହାକୁ ନେଇ ଲୋକେ ଭିନ୍ନ ଭିନ୍ନ ମତ ଦେଉଛନ୍ତି।


ଭିଡିଓରେ ଦେଖିପାରିବେ, ଜଣେ ମହିଳା ପାର୍କରେ ଫୋନ୍‌ରେ କଥା ହେବା ସମୟରେ ଚାଲି ଚାଲି ପଳାଉଛନ୍ତି । ମାତ୍ର ନିଜ ଶିଶୁ କଥା ସମ୍ପୂର୍ଣ୍ଣ ଭୁଲି ଯାଇଛନ୍ତି । ସେହି ସ୍ଥାନରୁ ସେ ପଳାଇ ଯିବା ସମୟରେ ପଛରୁ ଜଣେ ବ୍ୟକ୍ତି ଜୋର୍‌ରେ ଚିତ୍କାର କରି ଶିଶୁଟିକୁ ତାଙ୍କ ମାଆକୁ ଦେଇଛନ୍ତି। ମହିଳାଙ୍କର ସମ୍ପୂର୍ଣ୍ଣ ଧ୍ୟାନ ଫୋନ୍‌ରେ କଥା ହେବାରେ ଥିôବାରୁ ସେ ନିଜ ଶିଶୁଙ୍କୁ ସାଙ୍ଗରେ ନେବାକୁ ଭୁଲି ଯାଇଛନ୍ତି।

୧୫ ମାର୍ଚ୍ଚରେ ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶି ହେବେ ମାଲାମାଲ୍‌..

- Advertisement -

ଏଥର ହୋଲିରେ ୨୪ କ୍ୟାରେଟ୍‌ ସୁନାର ଗୂଜିଆ, ଜାଣନ୍ତୁ ଦାମ୍‌ କେତେ?

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories