ଦେଖନ୍ତୁ ଭିଡିଓ; ଆତ୍ମହତ୍ୟା କରିବା ପାଇଁ ରେଳ ଧାରଣାରେ ଯୁବତୀ, ସୁଲୁସୁଲିଆ ପବନରେ ନିଦ ଆସିଲା, ଟ୍ରେନ୍‌ ଆସିଲା, ତା’ପରେ..

ପାଟନା : ବିହାରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ରେଳ ଲାଇନରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିବାକୁ ଯାଇ ଥଣ୍ଡା ପବନରେ ସେଠାରେ ହିଁ ଶୋଇ ପଡିଥିଲେ । ଯୁବତୀଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ୍‌ ହେଉଛି । ଯୁବତୀ ଜଣକ ଆତ୍ମହତ୍ୟା କରିବା ଉଦ୍ଦେଶ୍ୟରେ ଚକିଆ ରେଲୱେ ଷ୍ଟେସନ ଯାଇଥିଲେ । ରେଳ ଲାଇନରେ ଟ୍ରେନକୁ ଅପେକ୍ଷା କରି ଧାରଣାରେ ହିଁ ଶୋଇ ରହିଥିଲେ । ମାତ୍ର … Continue reading ଦେଖନ୍ତୁ ଭିଡିଓ; ଆତ୍ମହତ୍ୟା କରିବା ପାଇଁ ରେଳ ଧାରଣାରେ ଯୁବତୀ, ସୁଲୁସୁଲିଆ ପବନରେ ନିଦ ଆସିଲା, ଟ୍ରେନ୍‌ ଆସିଲା, ତା’ପରେ..