www.samajalive.in
Saturday, December 6, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ; ସାପ ସହ ଷ୍ଟଣ୍ଟ, ପାଟିରେ ଧରିଲେ, ଆଉ ତା’ପରେ..

ହାଇଦ୍ରାବାଦ : ତେଲେଙ୍ଗାନାରେ ସାପ ସହ ଷ୍ଟଣ୍ଟ ଦେଖାଉଥିବା ଯୁବକଙ୍କର ସାପ ଦଂଶନରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଶୁକ୍ରବାର ପୁଲିସ ପକ୍ଷରୁ ଏହି ସୂଚନା ମିଳିଥିଲା । ପୁଲିସ କହିଥିଲା, ଯୁବକ ଜଣକ ସାପ ସହ ଷ୍ଟଣ୍ଟ କରୁଥିବା ସମୟରେ ସାପ ଦଂଶନ କରିଥିଲା । କାମାରେଡ୍ଡୀ ଜିଲାରେ ସାପ ଧରୁଥିବା ଜଣେ ଯୁବକ ଷ୍ଟଣ୍ଟ ଦେଖାଇବା ପାଇଁ ସାପକୁ ପାଟିରେ ଧରି ଥିଲେ ।ସାପ ଦଂଶନ ପରେ ଯୁବକଙ୍କୁ ହସ୍ପିଟାଲ ନିଆଯାଇଥିଲା । ମାତ୍ର ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଯେଉଁଥିରେ ଯୁବକ ଜଣକ ସାପ ସହ ଷ୍ଟଣ୍ଟ କରୁଥିବା ଦେଖିପାରିବେ । ଭିଡିଓକୁ ଦେଖି ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି।

ଜିଓ /ଏୟାରଟେଲ୍‌ ; ଜାଣନ୍ତୁ ଏହି ରିଚାର୍ଜ ପ୍ଲାନ୍‌ ବିଷୟରେ,ମାତ୍ର ୩୦ ଟଙ୍କା..

- Advertisement -

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories