www.samajalive.in
Wednesday, December 10, 2025
15.1 C
Bhubaneswar

ଦେଖନ୍ତୁ ଭିଡିଓ; ପଡିଆ ମଝିରେ ବିରାଟ- ସାମ୍‌ଙ୍କ ଯୁକ୍ତିତର୍କ..

ମେଲବୋର୍ଣ୍ଣ : ମେଲବୋର୍ଣ୍ଣରେ ବର୍ଡର ଗାଭାସ୍କର ଟ୍ରଫିର ଚତୁର୍ଥ ଟେଷ୍ଟ ଖେଳାଯାଇଛି । ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ଅଷ୍ଟ୍ରେଲିଆ ବ୍ୟାଟିଂ କରିବାକୁ ନିଷ୍ପତ୍ତିି ନେଇଥିବା ବେଳେ ପଡିଆକୁ ଓହ୍ଲାଇଥିଲେ ଅଷ୍ଟ୍ରେଲିଆର ସାମ୍‌ କନଷ୍ଟାସ୍‌ । ଏହାସହ ତାଙ୍କର ପ୍ରଥମ ମ୍ୟାଚ୍‌ ହୋଇଥିବା ବେଳେ ପଡିଆରେ ଟିମ୍‌ ଇଣ୍ଡିଆର କ୍ରିକେଟ୍‌ର ବିରାଟ କୋହଲିଙ୍କ ସହ ତାଙ୍କ ଯୁକ୍ତିତର୍କ ହୋଇଥିବା ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି ।


ବିରାଟ କୋହଲି ବ୍ୟାଟ୍ସମ୍ୟାନଙ୍କ ନିକଟ ଦେଇ ଯାଇଥିବା ସମୟରେ ଉଭୟଙ୍କ କାନ୍ଧ ବାଜିଥିଲା । ଏହାପରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା ।

ନୂଆବର୍ଷରେ ୧୦ ଥର ଚଳନ କରିବେ ଶୁକ୍ର ; ଏହି ରାଶିଙ୍କୁ କରିବେ ମାଲାମାଲ୍‌, ହେବ ବିବାହ,ମିଳିବ ଚାକିରି..

- Advertisement -

ଦେଖନ୍ତୁ ଭିଡିଓ; ଶାବକ ସିଂହର ଲାଞ୍ଜ କାମୁଡିବା ପରେ..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories