ଦେଖନ୍ତୁ ଭିଡିଓ ; ଟିୟୁସନରୁ ଆଣିବାକୁ ଯାଉଥିଲେ, ଓଲଟିଲା ଅଟୋ, ମାଆକୁ ବଞ୍ଚାଇବାକୁ ଦୌଡିଗଲା ଝିଅ..

ନୂଆଦିଲ୍ଲୀ : ରାସ୍ତା ପାର୍‌ କରିବା ସମୟରେ ତରବରିଆ ହୋଇ ଅଧିକାଂଶ ସମୟରେ ଲୋକେ ଦୁର୍ଘଟଣାର ଶିକାର ହୋଇ ଥାଆନ୍ତି । ସୋସିଆଲ ମିଡିଆର ମଧ୍ୟ ଦୁର୍ଘଟଣାର ଅନେକ ଭିଡିଓ ସାମ୍ନାକୁ ଆସିଥାଏ । ସେହି ଭିିଡିଓକୁ ଦେଖି ଅନେକ ସମୟରେ ଭୟଭୀତ ଲାଗିଥାଏ । ନିକଟରେ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାର ଏକ ଭୟଙ୍କର ଭିଡିଓ ଖୁବ୍‌ ଭାଇରାଲ ହେଉଛି । ଯାହା ଏବେ ସୋସିଆଲ ମିଡିଆରେ ଲୋକଙ୍କ ଧ୍ୟାନକୁ ଆକର୍ଷିତ କରୁଛି । ଭିଡିଓରେ ଜଣେ … Continue reading ଦେଖନ୍ତୁ ଭିଡିଓ ; ଟିୟୁସନରୁ ଆଣିବାକୁ ଯାଉଥିଲେ, ଓଲଟିଲା ଅଟୋ, ମାଆକୁ ବଞ୍ଚାଇବାକୁ ଦୌଡିଗଲା ଝିଅ..