www.samajalive.in
Friday, December 12, 2025
14.1 C
Bhubaneswar

ଦେଖନ୍ତୁ ଭିଡିଓ; ପ୍ରବଳ ବର୍ଷାରେ ଧରା ହେଲା ବିଶାଳ ଅଜଗର..

ତେଲଙ୍ଗାନା : ହାଇଦ୍ରାବାଦରେ ଗତ ୨ ଦିନ ହେବ ପ୍ରବଳ ବର୍ଷା ଲାଗି ରହିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ମଧ୍ୟ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ହାଇଦ୍ରାବାଦର ହସନ ନଗର ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ବର୍ଷା ସମୟରେ ଏକ ବିରାଟ ଅଜଗର ସାପ ଦେଖାଯାଇଥିଲା। ଭାଇରାଲ ହେଉଥିବା ଭିଡିଓରେ ଉଦ୍ଧାର ହୋଇଥିବା ବିଶାଳ ଅଜଗର ସାପକୁ ଦେଖିପାରିବେ।

ସେପ୍ଟେମ୍ବର ୪ରେ ବୁଧଙ୍କ ଚଳନ; ଜାଣନ୍ତୁ କିଏ ସୌଭାଗ୍ୟଶାଳୀ ରାଶି, ଏମାନଙ୍କ ଉପରେ ହେବ ଧନବର୍ଷା..

- Advertisement -


ଭିଡିଓରେ ଦେଖିପାରିବେ, ହସନ ନଗରରେ ଏକ ବିଶାଳ ଅଜଗର ଦେଖା ଯିବା ପରେ ତୁରନ୍ତ ଜଣେ ସାପ ଧରାଳୀଙ୍କୁ ଖବର ଦିଆଯାଇଥିଲା । ଆଖପାଖରେ ଲୋକ ଅଜଗର ସାପକୁ ଦେଖିବାକୁ ଭିଡ ଜମିଥିବା ଦେଖିବାକୁ ମିଳିଥିଲା । ଲୋକେ ସାପକୁ ଦେଖିବା ସହ ଏହାର ଭିଡିଓ ମଧ୍ୟ କରୁଥିଲେ । ସାପକୁ ଧରିବା ପରେ ସୁରକ୍ଷିତ ସ୍ଥାନରେ ଛଡା ଯାଇଥିଲା । ଭିଡିଓକୁ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଜିଓ ଆଣିଲା ଜବରଦସ୍ତ ଶସ୍ତା ପ୍ଲାନ୍‌ ; ମିଳିବ ଏସବୁ ସୁବିଧା..

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories