ଦେଖନ୍ତୁ ଭିଡିଓ; ପ୍ରବଳ ବର୍ଷାରେ ଧରା ହେଲା ବିଶାଳ ଅଜଗର..

ତେଲଙ୍ଗାନା : ହାଇଦ୍ରାବାଦରେ ଗତ ୨ ଦିନ ହେବ ପ୍ରବଳ ବର୍ଷା ଲାଗି ରହିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ମଧ୍ୟ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ହାଇଦ୍ରାବାଦର ହସନ ନଗର ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ବର୍ଷା ସମୟରେ ଏକ ବିରାଟ ଅଜଗର ସାପ ଦେଖାଯାଇଥିଲା। ଭାଇରାଲ ହେଉଥିବା ଭିଡିଓରେ ଉଦ୍ଧାର ହୋଇଥିବା ବିଶାଳ ଅଜଗର ସାପକୁ ଦେଖିପାରିବେ। ସେପ୍ଟେମ୍ବର ୪ରେ ବୁଧଙ୍କ ଚଳନ; ଜାଣନ୍ତୁ କିଏ ସୌଭାଗ୍ୟଶାଳୀ ରାଶି, ଏମାନଙ୍କ … Continue reading ଦେଖନ୍ତୁ ଭିଡିଓ; ପ୍ରବଳ ବର୍ଷାରେ ଧରା ହେଲା ବିଶାଳ ଅଜଗର..