www.samajalive.in
Friday, December 5, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ; ନାଗସାପ-କୁକୁର ମୁହାଁମୁହିଁ, ଆଉ ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ କେତେବେଳେ କେଉଁ ଭିଡିଓ ଭାଇରାଲ ହେବ ତାହା କଳ୍ପନା କରିବା ଅସମ୍ଭବ । ଅନେକ ସମୟରେ ଏପରି ଭିଡିଓ ସାମ୍ନାକୁ ଆସିଥାଏ, ଯାହା ଆଶ୍ଚର୍ଯ୍ୟ ଚକିତ କରିଥାଏ । କିଛି ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ମଧ୍ୟ ଆକର୍ଷିତ କରିଥାଏ । ନିକଟରେ ଏଭଳି ହିଁ ଏକ ଭିଡିଓ ଭାଇରାଲ୍‌ ହେଉଛି । ଭିଡିଓଟି ଏକ କୁକୁର ଓ ନାଗସାପର ।


ଭାଇରାଲ୍‌ ହେଉଥିବା ଭିଡିଓରେ ଦେଖିପାରିବେ, ଏକ କୁକୁର ଛୋଟ ଗାତ ମଧ୍ୟରେ ରହିଛି । ସେହି ସମୟରେ ସେଠାକୁ ଏକ ନାଗସାପ ଆସୁଛି ଓ କୁକୁର ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରୁଛି । ମାତ୍ର କୁକୁରଟି ଭୟଭୀତ ହେବା ବଦଳରେ ନାଗସାପ ଉପରେ ଖୁବ୍‌ ଜୋରରେ ଲଗାତାର ଭୋକିବାକୁ ଲାଗୁଛି । ସାପଟି ସେଠାରୁ ଯିବା ପର୍ଯ୍ୟନ୍ତ କୁକୁରଟି ଭୋକୁଛି । ଏହାପରେ ସାପଟି ସେଠାରୁ ପଳାଇ ଯାଇଥିଲା । କିଛି କ୍ଷଣ ପାଇଁ ଏପରି ଅନୁଭବ ହୋଇଥିଲା ସାପର ଆକ୍ରମଣର କୁକୁର ପ୍ରାଣ ଚାଲିଯିବ । ମାତ୍ର କୁକୁରର ସାହସିକତା ପାଇଁ ତା’ର ଜୀବନ ବଞ୍ଚି ଯାଇଥିବା ଦେଖାଯାଉଛି ।
ଭିଡିଓକୁ ଏଯାଏଁ ଲକ୍ଷ ଲକ୍ଷ ଲୋକେ ଦେଖିବା ସହ ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

୨୫ ରୁ ୪୫ ବୟସ ମଧ୍ୟରେ ଖୁବ୍‌ ଧନ ରୋଜଗାର କରନ୍ତି, ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି..

- Advertisement -

ସୂର୍ଯ୍ୟ କରିବେ ଚଳନ; ମେଷ ସମେତ ଏହି ରାଶି ହେବେ ଭାଗ୍ୟଶାଳୀ, ହେବେ ମାଲାମାଲ୍‌, ହେବ ବିବାହ..

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories