www.samajalive.in
Monday, December 8, 2025
27.1 C
Bhubaneswar

ଭିଜିଲାନ୍ସ ହାତରେ ଦୁଇ ସରକାରୀ ଅଧିକାରୀ

ଭବାନୀପାଟଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ଘରେ ଭିଜିଲାନ୍ସଙ୍କ ଚଢାଉ କରିଛି। ଏମ ରାମପୁରର ମୃତ୍ତିକା ସଂରକ୍ଷଣ ଅଧିକାରୀ ପୀତବାସ ମହାକୁଡ। ଭିଜିଲାନ୍ସ ଅଧିକାରୀମାନେ ପୀତବାସଙ୍କ ନିଜ ବାସଗୃହ ସମେତ ଅନ୍ୟାନ୍ୟ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢାଉ କରିଥିଲା। ଭିଜିଲାନ୍ସର ଦୁଇଟି ଟିମ ଦ୍ୱାରା ଚଢାଉ କରାଯାଇଥିଲା।
ସେହିପରି କେସିଙ୍ଗା ବ୍ଲକର ସହକାରୀ ଯନ୍ତ୍ରୀ ବାସୁଦେବ ମହାରଣାଙ୍କ ଘରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା। ବାସୁଦେବଙ୍କ ବାସଗୃହ ସମେତ ଅନେକ ଘର ଓ କାର୍ଯ୍ୟାଳୟରେ ଚଢାଉ କରାଯାଇଥିଲା।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories