www.samajalive.in
Friday, December 5, 2025
23.1 C
Bhubaneswar

ପ୍ରଧାନଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢଉ

ବଡସାହି : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲା ବଡସାହି ବ୍ଲକର ବାଗୁଲି ଆଶ୍ରମ ସ୍କୁଲର ପ୍ରଧାନଶିକ୍ଷକ ବିଶ୍ୱନାଥ ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ତାଙ୍କର ବାରିପଦାସ୍ଥିତ ବାସଭବନ ଉପରେ ଭିଜିଲାନ୍ସ ଟିମ୍ ପ୍ରଥମେ ଚଢଉ କରିଥିଲା। ତାପରେ ତାଙ୍କର ପୈତୃକ ଘର ଖେରଣା ଓ ଶ୍ୱଶୁର ଘର ସାରସକଣାରେ ଚଢଉ ହୋଇଛି। ମଙ୍ଗଳବାର ସକାଳେ ବାରିପଦା ଭିଜିଲାନ୍ସ ବିଭାଗର ୩ଟି ଟିମ୍‍ ଏକକାଳୀନ ତିନୋଟି ସ୍ଥାନରେ ଚଢଉ କରିଛନ୍ତି। ତାଙ୍କ ଘରୁ ନଗଦ ଟଙ୍କା, ସୁନାଅଳଙ୍କାର, ବ୍ୟାଙ୍କ ପାସବୁକ, ବିଭିନ୍ନ ସ୍ଥାନରେ ଥିବା ଜମିର କାଗଜପତ୍ର ଓ ଯାନବାହାନର କାଗଜପତ୍ର ଜବତ ହୋଇଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories