www.samajalive.in
Friday, December 5, 2025
20.1 C
Bhubaneswar

ବରିଷ୍ଠ ଷ୍ଟେନୋଗ୍ରାଫରଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ବର: କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର ବରିଷ୍ଠ ଷ୍ଟେନୋଗ୍ରାଫର ପ୍ରମୋଦ କୁମାର ବସନ୍ତରାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର କଟକସ୍ଥିତ ବାସଭବନ ସମେତ ପାଞ୍ଚଟି ସ୍ଥାନରେ ଚଢାଉ ହୋଇଛି। ବାଦାମବାଡି ଓଲ୍ଡ ଏଲଆଇସି କଲୋନୀରେ ଥିବା ତାଙ୍କର ସରକାରୀ କ୍ବାଟର୍ସ, ସାଲେପୁରର ଚମ୍ପତିରେ ଥିବା ଦୁଇଟି ଅଟ୍ଟାଳିକା, ଜଗତପୁରର ନିମପୁରରେ ଥିବା ଦୁଇ ମହଲା ବିଶିଷ୍ଟ କୋଠାଘର ଏବଂ ସିଡିଏସ୍ଥିତ ତାଙ୍କର ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଏହା ସହ ଏସସିବି ମେଡିକାଲରେ ଥିବା ତାଙ୍କର କାର୍ଯ୍ୟାଳୟରେ ମଧ୍ୟ ଚଢାଉ ଜାରି ରହିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories