www.samajalive.in
Friday, December 12, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ତହସିଲଦାର

କଳାହାଣ୍ଡି : କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ତହସିଲଦାର ଅବନୀ କାନ୍ତ ସାହୁ ମଙ୍ଗଳବାର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା ଅନୁସାରେ, କର୍ଲାମୁଣ୍ଡା ବ୍ଳକର ଦେଗାଁ ଗ୍ରାମର ଲାଲ ସାହେବ ସାହୁଙ୍କଠାରୁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଳାହାଣ୍ଡି ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଲାଲ ସାହେବଙ୍କ ୧୨ ଡିସିମିଲ ଜମିର ମିୟୁଟେସନ୍ କରିଦେବାପାଇଁ ସେ ଏହି ଲାଞ୍ଚ ନେଉଥିବା ଜଣାପଡ଼ିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories