www.samajalive.in
Friday, December 12, 2025
26.1 C
Bhubaneswar

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଉଭୟ ଜଣେ ଓଏଏସ୍‌ ଅଧିକାରୀଙ୍କଠାରୁ ୪ ଲକ୍ଷ ଟଙ୍କା ଠକି ନେଉଥିବାବେଳେ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣକ ସୁବର୍ଣ୍ଣପୁରର ଗଣେଶ ନନ୍ଦ ଏବଂ ପ୍ରଦୀପ ପଣ୍ଡା ବୋଲି ଜଣାପଡିଛି। ଭିଜିଲାନ୍ସ ସହୟତାରେ ରାଉରକେଲା ପୁଲିସ୍‌ ଉଭୟଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଭିଜିଲାନ୍ସ କେସ୍‌ର ଧମକ ଦେଇ ଏମାନେ ଟଙ୍କା ଆଦାୟ କରୁଥିଲେ। ଅଭିଯୁକ୍ତ ଗଣେଶର ଟ୍ରୁ କଲର୍‌ ଆଇଡିରେ ଭିଜିଲାନ୍ସ ଅଫିସର ସୋ କରୁଥିଲା। ଏହି ମାମଲାରେ ପୁଲିସ୍‌ ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

Related Articles

Popular Categories