www.samajalive.in
Monday, December 8, 2025
24.1 C
Bhubaneswar

ଜଳ ବିଭାଜିକା ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ଗିରଫ

ଭୁବନେଶ୍ୱର : ରାଜ୍ୟ ଜଳ ବିଭାଜିକା ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ଗିରଫ ହୋଇଛନ୍ତି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗତକାଲି ଚଢାଉ କରିବା ପରେ ଆଜି ତାଙ୍କୁ ଗିରଫ କରାଯାଇଛି । ଗିରଫ ପରେ ତାଙ୍କୁ ଭବାନୀପାଟଣା ଭିଜିଲାନ୍ସ କୋର୍ଟରେ ହଜାର କରାଯିବ । ଦୟାନିଧିଙ୍କର ଏକାକାଳୀନ ୮ଟି ସ୍ଥାନ ଭୁବନେଶ୍ୱର, କଳାହାଣ୍ଡି ଓ ନବରଙ୍ଗପୁର ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା । ଚଢାଉ ବେଳେ ୨ଟି କୋଠା, ଗୋଟିଏ ୩ ବିଏଚ୍‌କେ ଫ୍ଲାଟ୍‌, ୪୦ ଏକର ଜମିରେ ଫାର୍ମ ହାଉସ, ୩୧୨ ଗ୍ରାମ୍‌ ସୁନା, ୫୮ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍‌, ଦାମୀ କାର୍‌ ଆଦି ଜବତ ହୋଇଥିଲା।

ଦୀର୍ଘ ବର୍ଷ ପରେ ଜୁଲାଇରେ ଦୁର୍ଲ୍ଲଭ ରାଜଯୋଗ; ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କିଏ ହେବେ କୋଟିପତି, କିଣିବେ ଘର, ଗାଡି, ହେବେ ଭାଗ୍ୟଶାଳୀ..

- Advertisement -

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories