www.samajalive.in
Saturday, December 6, 2025
14.1 C
Bhubaneswar

୪୦ ହଜାର ଲାଞ୍ଚ ନେଉଥିଲେ ଡାକ୍ତର; ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ୱର : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର । ବୈପାରୀଗୁଡା ସିଏଚ୍‌ସି ମେଡିକାଲ ଅଧିକାରୀ ଡାକ୍ତର ବିଶ୍ୱଜିତ୍‌ ଭୂୟାଁ ଶୁକ୍ରବାର ଧରାପଡିଛନ୍ତି । ବକେୟା ଦରମା କରାଇ ଦେବାକୁ କହି ୪୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ମେଡିକାଲ ଫାର୍ମାସିଷ୍ଟ ମଧ୍ୟ ଭିଜିଲାନ୍ସ ଜାଲରେ ପଡିଥିବା ସୂଚନା ମିଳିଛି । ବର୍ତ୍ତମାନ ଭିଜିଲାନ୍ସ ପକ୍ଷରୁ ଚଢାଉ ସହ ଘଟଣାର ତଦନ୍ତ ଜାରି ରହିଛି ।

ନଭେମ୍ବର ୧୬ରେ ରାଜଯୋଗ; ଜାଣନ୍ତୁ କେଉଁ ୪ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ଚମକିବ ଭାଗ୍ୟ..

ଦେଖନ୍ତୁ ଭିଡିଓ ; ମାତ୍ର କିଛି ସେକେଣ୍ଡରେ ହରିଣକୁ ଗୋଟା ଗିଳି ଦେଲା ଅଜଗର..

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories