www.samajalive.in
Friday, December 5, 2025
20.1 C
Bhubaneswar

ସରକାରୀ ଟଙ୍କା ଆତ୍ମସାତ୍‌ କରି ଭିଜିଲାନ୍ସ ଜାଲରେ ମତ୍ସ୍ୟ ବିଭାଗ ଉପ-ନିର୍ଦ୍ଦେଶକ..

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଫସିଲେ ମତ୍ସ୍ୟ ବିଭାଗ ଉପ-ନିର୍ଦ୍ଦେଶକ । ମତ୍ସ୍ୟ ବିଭାଗ ଉପ-ନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ତାଙ୍କ ନାମରେ ୧ କୋଟି ୫ ଲକ୍ଷ ସରକାରୀ ଅର୍ଥ ଆତ୍ମସାତ କରିଥିବା ନେଇ ଅଭିଯୋଗ ହୋଇଛି । ୨୦୨୪-୨୫ ଆର୍ଥିକ ବର୍ଷରେ ସରକାରୀ ଫଣ୍ଡରୁ ନିଜ ଆକାଉଣ୍ଟକୁ ପ୍ରାୟ ୧ କୋଟିରୁ ଅଧିକ ଟଙ୍କା ଆତ୍ମସାତ୍‌ କରିଥିବା ଅଭିଯୋଗରେ ଭିଜିଲାନ୍ସ ଚଢାଉ ଜାରି ରଖିଛି ।
ବସନ୍ତଙ୍କ ଭୁବନେଶ୍ୱର ମହତାବ ରୋଡରେ ଥିବା ଘର,ପୁରୀ ତୋଟା ମହାବୀରରୋଡସ୍ଥିତ ଘର, ପୁରୀ ଗୋରୁଆଳସ୍ଥିତ ଫାର୍ମ ହାଉସ, ଭଦ୍ରକ ନଇକଣଡିହିସ୍ଥିତ ପୈତୃକ ଘର, କଟକ ସ୍ଥିତ କାର୍ଯ୍ୟାଳୟରେ ଏକକାଳୀନ ଚଢାଉ କରାଯାଉଛି। ଏହି ଚଢାଉରେ ୫ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର, ୫ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରି ସାମିଲ ରହିଛନ୍ତି।

ଶ୍ରାବଣ ମାସ: ରାଶି ଅନୁଯାୟୀ ଅର୍ପଣ କରନ୍ତୁ ବାସ୍‌ ଏହି ଜିନିଷ, ଚମକିବ ଭାଗ୍ୟ..

- Advertisement -

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories