www.samajalive.in
Saturday, December 6, 2025
19.1 C
Bhubaneswar

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଆର୍‌ ଆଣ୍ଡ ବି ଡିଭିଜନ୍ ର ସହକାରୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍ ଜାରି ରହିଛି। ରାଜକିଶୋର ଭୁବନେଶ୍ଵର ଆର୍‌ ଆଣ୍ଡ ବି ଡିଭିଜନ୍ ୩ରେ କାର୍ଯ୍ୟରତ ଅଛନ୍ତି। ଏକକାଳୀନ ୧୦ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ଵରର ୮ଟି ଏବଂ ନୟାଗଡର ଦୁଇଟି ସ୍ଥାନ , ପୈତୃକ ଗାଁ ଏବଂ ଶ୍ଵଶୂର ଘରେ ଛାନ୍‌ଭିନ୍‌ ଚାଲିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories