www.samajalive.in
Monday, December 15, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ପ୍ରିନ୍ସିପାଲ୍ ସାଇଣ୍ଟିଫିକ୍ ଅଫିସର

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଷ୍ଟେଟ୍ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟୋରୀର  ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବାଶିଷ ପଣ୍ଡାଙ୍କ ଘ​‌ରେ ଭିଜିଲାନ୍ସ ଟିମ୍ ଛାନଭିନ୍ ଜାରି ରଖିଛି। ଭୁବନେଶ୍ଵର, ସମ୍ବଲପୁର ଏବଂ ବ୍ରହ୍ମପୁର ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଉଛି। ନୟାପଲ୍ଲୀ ବେହେରା ସାହିରେ ଥିବା ଦୁଇଟି ଫ୍ଲାଟ୍ , ଏସପ୍ଲାନେଟରେ ଥିବା ମଲ୍, ଭୁବନେଶ୍ଵର ବଳଭଦ୍ରପୁର ସ୍ଥିତ ପ୍ରେଷ୍ଟିଜ୍ ଆପର୍ଟମେଣ୍ଟରେ ଥିବା ଏକ ଫ୍ଲାଟ୍ , ସମ୍ବଲପୁର ବରେଇପାଲିସ୍ଥିତ ତାଙ୍କ ଭଡା ଘର , ବ୍ରହ୍ମପୁର ସ୍ଥିତ ପୈତୃକ ଘର ଏବଂ ସମ୍ବଲପୁର ସ୍ଥିତ ଅଫିସରେ ଏକକାଳୀନ ଚଢାଉ କରାଯାଉଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories