www.samajalive.in
Friday, December 5, 2025
23.1 C
Bhubaneswar

ଭିଜିଲାନ୍ସ ଜାଲରେ ସ୍ଵାସ୍ଥ୍ୟକର୍ମୀ

ରାୟଗଡା : ଭିଜିଲାନ୍ସ ଜାଲରେ ମୁନିଗୁଡା ହସ୍ପିଟାଲର ପୁରୁଷ ସ୍ଵାସ୍ଥ୍ୟ କର୍ମୀ। ଲାଞ୍ଚ ନେବାବେଳେ ସ୍ଵାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଜନ୍ମଗତ ପ୍ରମାଣ ପତ୍ର ପାଇଁ ସେ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୁଞ୍ଜବିହାରୀଙ୍କ ଦୁଇଟି ଘରେ ଚଢଉ ଜାରି ରହିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories