www.samajalive.in
Saturday, December 6, 2025
15.1 C
Bhubaneswar

ଭିଜିଲାନ୍ସ ପଞ୍ଝାରେ ବିଇଓ କାର୍ଯ୍ୟାଳୟର କୋଷାଧ୍ୟକ୍ଷ

ଝାରସୁଗୁଡା : ଲଖନପୁର ବ୍ଲକ ଶିକ୍ଷା କାର୍ୟ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢଉ ହୋଇଛି। ବିଇଓ କାର୍ଯ୍ୟାଳୟର କୋଷାଧ୍ୟକ୍ଷ ଅରୁଣ ପାଢ଼ୀ ବିଲ ପାସ କରିଦେବା ପାଇଁ ସତ୍ୟନାରାୟଣ ବେହେରା ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛି। ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ଅଧିକ ତଦନ୍ତ ଆରମ୍ଭ କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories