ବାରିପଦା : ବାରିପଦା କ୍ଷୁଦ୍ରଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ହୁଦେଶ୍ୱର ବେହେରାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱର ସ୍ଥିତ ଏକ ଫ୍ଲାଟ୍, ବାରିପଦାରେ ଥିବା ଘର, କପ୍ତିପଦାରେ ପୈତୃକ ଘର, ବାଙ୍ଗିରିପୋଷି ଚନ୍ଦନପୁରରେ ଶ୍ୱଶୁର ଘର ଏବଂ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି।
Popular Categories



