www.samajalive.in
Monday, December 15, 2025
16.1 C
Bhubaneswar

ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ରାଉରକେଲା: ରାଉରକେଲା ବନ୍ଧମୁଣ୍ଡା ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଫରେଷ୍ଟର ବିପିନ ରକ୍ଷାଙ୍କ ବାସଭବନରେ ଆଜି ଚଢ଼ଉ କରାଯାଇଛି । ଭିଜିଲାନ୍ସର ୪ଜଣିିଆ ଟିମ୍‌ ଏକକାଳୀନ ଶ୍ରୀ ରକ୍ଷାଙ୍କର ବାସନ୍ତୀ କଲୋନୀ,ସୁନ୍ଦରଗଡ଼ରେ ଥିବା ବାସଭବନ ଓ ଶ୍ୱଶୁର ଘର ସମେତ ଅନ୍ୟ ୪ଟି ସ୍ଥାନରେ ଚଢ଼ଉ କରିଛନ୍ତି । ରାଉରକେଲା ଭିଜିଲାନ୍ସ ଏସପିଙ୍କ ନେତୃତ୍ୱରେ ଏହି ଚଢ଼ଉ କରାଯାଇଛି । ଶ୍ରୀ ରକ୍ଷା ବର୍ତ୍ତମାନ ବନ୍ଧମୁଣ୍ଡା ଫରେଷ୍ଟ ଡ଼ିଭିଜନରେ କାର୍ଯ୍ୟରତ ଥିଲେ । ଚଢ଼ଉ ଜାରି ରହିଥିବାରୁ ଜବତ ସମ୍ପତିର ମୂଲ୍ୟ ଆକଳନ କରାଯାଇ ନାହିଁ ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories