www.samajalive.in
Saturday, December 6, 2025
15.1 C
Bhubaneswar

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର : ଜିପିଏଚ ଡ଼ିଭିଜନ-୨ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ମଙ୍ଗଳବାର ଜଣାପଡିଛି। ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଡାଉ କରିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗେରେ ମୋଟ ୬ଟି ସ୍ଥାନରେ ଚଢାଉ କରାଯାଇଛି। ନୟାପଲ୍ଲୀ, ନୂଆଗାଁ, ବାଲିଅନ୍ତା, ନହରକଣ୍ଟା, ୟୁନିଟ-୩ କାର୍ଯ୍ୟାଳୟ ମଧ୍ୟ ଚଢାଉ ଜାରି ରହିଛି। ବ୍ରହ୍ମପୁର ସ୍ଥିତ ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଚଢାଉ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories