www.samajalive.in
Saturday, December 6, 2025
14.1 C
Bhubaneswar

ଅଧ୍ୟାପକ ଓ କନିଷ୍ଠ ହିସାବ ରକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର/ବରଗଡ଼ : ଆଜି ପୃଥକ ସ୍ଥାନରେ ଓ ପୃଥକ ବ୍ୟକ୍ତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।
ଭୁବନେଶ୍ୱରରେ ଏକ କଲେଜର ଜଣେ ଗଣିତ ଅଧ୍ୟାପକ ପ୍ରସନ୍ନ କୁମାର ମିଶ୍ରଙ୍କ ଖଣ୍ଡଗିରିବାରିସ୍ଥିତ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।
ସେହିପରି ବରଗଡ଼ ଜିଲାର ଯୋଗାଣ ବିଭାଗର କନିଷ୍ଠ ହିସାବ ରକ୍ଷକ ( ଆକାଉଣ୍ଟାଣ୍ଟ) କମ୍ବୁପାଣି ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ତାଙ୍କର ବରଗଡ଼ ଭଡ଼ା ଘର, କାର୍ଯ୍ୟାଳୟ ଓ ବଲାଙ୍ଗୀର ପୈତୃକ ଘରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ କରାଯାଇଥିଲା। ଉଭୟଙ୍କ ସମ୍ପତ୍ତିର ଆକଳନ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories