www.samajalive.in
Monday, December 8, 2025
14.1 C
Bhubaneswar

ବଡଗାଁ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ସୁନ୍ଦରଗଡ : ସୁନ୍ଦରଗଡ ଜିଲା ବଡଗାଁ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ କରାଯାଇଥିବା ନେଇ ଖବର ମିଳିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପର୍ଶୁରାମ ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଛି। ସହକାରୀ ଯନ୍ତ୍ରୀଙ୍କ ଲେଫ୍ରିପଡା ପୈତୃକ ଘର, ବଡଗାଁ କାର୍ଯ୍ୟାଳୟ, ରଙ୍ଗାଢିପା ଘରେ ଚଢାଉ କରାଯାଇଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories