www.samajalive.in
Monday, December 15, 2025
14.1 C
Bhubaneswar

ପଲିଟେକନିକ୍ ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭବାନୀପାଟଣା: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଭିଜିଲାନ୍ସ ବିଭାଗର ଚଢ଼ାଉ କରିଛି। ଝାରସୁଗୁଡା ବାସଭବନ ସମେତ ୬ଟି ସ୍ଥାନରେ ଏକ ସାଙ୍ଗରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଝାରସୁଗୁଡା ଏଲ.ଏନ୍. କଲେଜ ପାଖ ବାସଭବନ ସମେତ ଆଉ ଏକ ଘର, ସୁନ୍ଦରଗଡ଼ରେ ତାଙ୍କ ସ୍ତ୍ରୀ କାର୍ଯ୍ୟ କରୁଥିବା ଏମଆଇ ଅଫିସ୍, କେନ୍ଦ୍ରାପଡ଼ା ବାସଭବନ, ଭବାନୀପାଟଣାରେ ଥିବା ସରକାରୀ ବାସଭବନ ଓ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ରାଉଲକେଲା ଭିଜିଲାନ୍ସ ବିଭାଗର ୬ଟି ସ୍ୱତନ୍ତ୍ର ଟିମ ଏକକାଳୀନ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ବିଭାଗ ସୂଚନା ଦେଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories