www.samajalive.in
Monday, December 8, 2025
27.1 C
Bhubaneswar

ଭିଜିଲାନ୍ସ ପଞ୍ଝାରେ ବିଇଓ କାର୍ଯ୍ୟାଳୟର କନିଷ୍ଠ କିରାଣୀ

ଭୁବନେଶ୍ବର: ୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର କିରାଣୀ। ଢେଙ୍କନାଳ ଜିଲା କାମାକ୍ଷାନଗର ବିଇଓ ଅଫିସର କନିଷ୍ଠ କିରାଣୀ ଜୀବନାନନ୍ଦ ଶତପଥୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବକେୟା ଦରମା କରାଇ ଦେବାକୁ ଜଣେ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିବା ସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛି। ଅପରପକ୍ଷେ ଜୀବନାନନ୍ଦଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲାର ୨ଟି ସ୍ଥାନରେ ଚଢାଉ ମଧ୍ୟ କରାଯାଇଛି। ଜୀବନାନନ୍ଦଙ୍କ ବିରୋଧରେ ଅନୁସନ୍ଧାନ ଜାରି ରହିଛି।

 

- Advertisement -

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories