www.samajalive.in
Sunday, December 7, 2025
18.1 C
Bhubaneswar

ନେଉଥିଲେ ଲାଞ୍ଚ; ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ବିପିନ ବିହାରୀ ସିଂ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଜଣେ ସହକାରୀ ଶିକ୍ଷକଙ୍କ ଠାରୁ ତାଙ୍କର ଦରମା ରିଲିଜ କରାଇଦେବାକୁ କହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିଥିଲ।  । ପରେ ଲାଞ୍ଚ ନେବା ବେଳେ ତାଙ୍କୁ ଧରିଥିଲା । ଏହି ଘଟଣାକୁ ନେଇ ବର୍ତ୍ତମାନ ଭିଜିଲାନ୍ସ ଟିମ୍‌ ତାଙ୍କୁ ଅଧିକ ପଚରାଉଚରା କରୁଛି ।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories