www.samajalive.in
Saturday, December 6, 2025
19.1 C
Bhubaneswar

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର, ଘରୁ ୧୦ ଲକ୍ଷ ଜବତ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ଧରାପଡିଛନ୍ତି ତାଳଚେର ଟ୍ରାଫିକ ଇନସ୍ପେକ୍ଟର। ଟ୍ରାଫିକ ଇନସ୍ପେକ୍ଟର ଜିତେନ୍ଦ୍ର ବେହେରାଙ୍କ ଘରୁ ଜବତ ହୋଇଛି ୧୦ ଲକ୍ଷ ଟଙ୍କା। କାରରେ ତାଳଚେରରୁ ଅସ୍ତରଙ୍ଗ ଯିବା ବାଟରେ ବାଲିଅନ୍ତାରେ ୧୧ଲକ୍ଷ ଟଙ୍କା ସହ ସେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଧରାପଡିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ ଜିତେନ୍ଦ୍ର। ତାଳଚେର ଭଡା ଘରୁ ୩ଲକ୍ଷ ୩୩୬ଗ୍ରାମ ସୁନା ଜବତ ଓ ଅସ୍ତରଙ୍ଗ ଘରୁ ୧୦ଲକ୍ଷ ଜବତ କରିଛି ଭିଜିଲାନ୍ସ । ମୋଟ ୨୪ଲକ୍ଷ ୨୪ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିବା ସୂଚନା ମିଳିଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories