www.samajalive.in
Saturday, December 6, 2025
23.1 C
Bhubaneswar

ଲାଞ୍ଚ ନେଇ ଧରାପଡିଲେ ପ୍ରଧାନ ଶିକ୍ଷକ

ଜଗତସିଂହପୁର: ଭିଜିଲାନ୍ସ ହାତରେ ଧରାପଡିଲେ ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକ । କେନ୍ଦ୍ରାପଡାର ଶିକ୍ଷକ ନିରଞ୍ଜନ ଅତି । ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଛନ୍ତି ପ୍ରଧାନ ଶିକ୍ଷକ ଜଣକ । ଲୋନ୍‌ କାଗଜପତ୍ରରେ ଦସ୍ତଖତ ପାଇଁ କର୍ମଚାରୀଙ୍କଠୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଛି । ନଗଦ ଟଙ୍କା ଜବତ ହେବା ସହ ଏକକାଳୀନ ୪ଟି ସ୍ଥାନରେ ଚଢଉ କରାଯାଇଛି । କଟକ ଭିଜିଲାନ୍ସ ଟିମ୍‌ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

 

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories