www.samajalive.in
Saturday, December 6, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ: କୈଳାଶଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚଢାଉ

ଭୁବନେଶ୍ଵର : ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ। କେନ୍ଦୁଝର ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।  ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି ସକାଳୁ କୈଳାଶଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚଢାଉ ଜାରି ରହିଛି।  ଭୁବନେଶ୍ଵର, କଟକ, ପୁରୀ, ଯାଜପୁର ଏବଂ କେନ୍ଦୁଝରରେ ଏକକାଳୀନ ଚଢାଉ କରାଯାଉଛି। ଦୀର୍ଘ ଦିନ ଧରି ସେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟିତ୍ଵରେ କାର୍ଯ୍ୟରତ ଥିବାବେଳେ ତାଙ୍କ ନାଁରେ ବିଭିନ୍ନ ସମୟରେ ଦୁର୍ନତୀ ନେଇ ଅଭିଯୋଗ ହେଉଥିଲା।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories