www.samajalive.in
Sunday, December 14, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର। ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢାଉ କରୁଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ଭାବରେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ଵର, ଖୋର୍ଦ୍ଧା, ପୁରୀର ୬ଟି ସ୍ଥାନରେ ଚଢାଉ ଚାଲିଛି। ରାତି ୪ଟାରୁ ଚଢାଉ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ମୋଟ୍ ସମ୍ପତ୍ତି ସମ୍ପର୍କରେ କୌଣସି ସବିଶେଷ ତଥ୍ୟ ମିଳିନି। ତେବେ​‌ ମିଳିଥିବା ସୂଚନା ଅନୁସାରେ ଗତ ୪ ମାସ ମଧ୍ୟରେ ୭ ଜଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories