www.samajalive.in
Friday, December 5, 2025
26.1 C
Bhubaneswar

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ଜୟପୁର:  ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍।  ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ଵନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ବିଶ୍ଵନାଥଙ୍କ ଭଡା ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି। ସେ ପୌରପାଳିକାର ଯନ୍ତ୍ରୀ ଦାୟିତ୍ଵରେ ମଧ୍ୟ ଅଛନ୍ତି ।  ଭିଜିଲାନ୍ସ ବିଭାଗ ର ୫ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ରହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି , ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories