www.samajalive.in
Friday, December 5, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଉଛି। ଆଜି ସକାଳେ ଭୁବନେଶ୍ଵର , ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ ସମେତ ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ଚଢାଉରେ ଦୁଇ ଜଣ ଅତିରିକ୍ତ ଏସ୍‌ପି, ୧୩ ଜଣ ଡିଏସ୍‌ପି , ୧୨ ଜଣ ଇନ୍ସପେକ୍ଟର , ୨୫ ଜଣ ଏଏସଆଇ ସାମିଲ୍‌ ରହିଛନ୍ତି। ଭୁବନେଶ୍ଵର ଚନ୍ଦ୍ରଶେଖରପୁର ମୈତ୍ରୀ ବିହାର ଅଞ୍ଚଳରେ ଥିବା ଘର, ରଘୁନାଥପୁର ଅଞ୍ଚଳରେ ଥିବା ୪ ମହଲା ଫ୍ଲାଟ୍ , ନୟାଗଡ ରଣପୁରରେ ଥିବା ଫାର୍ମ ହାଉସ୍ , ଭୁବନେଶ୍ଵର ଗୋବିନ୍ଦ ପ୍ରସାଦ ଅଞ୍ଚଳରେ ଥିବା ୫ ମହଲା ବିଶିଷ୍ଟ ନିର୍ମାଣଧୀନ ଘର, ଖୋର୍ଦ୍ଧା ଟାଙ୍ଗୀ ଅଞ୍ଚଳରେ ଥିବା ଘର, ପୁରୀରେ ଥିବା ସମ୍ପର୍କୀୟଙ୍କ ଘର ଏବଂ କଟକ ସ୍ଥିତ ଅଫିସରେ ଚଢାଉ ଚାଲିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories