ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକ

ସମାଜ ଡିଜିଟାଲ ଡେସ୍କ: ୧୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଶ୍ରା ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକ । ଅସିତଙ୍କ ଘର ସମେତ ୪ଟି ସ୍ଥାନରେ ଚଢାଉ ହୋଇଛି । ଚଢାଉ ବେଳେ ୮.୩୭ଲକ୍ଷ ନଗଦ ଟଙ୍କା ଜବତ ହୋଇଥିବା ବେଳେ ୩୯୦ଗ୍ରାମର ସୁନା ଅଳଙ୍କାର ମଧ୍ୟ ଜବତ ହୋଇଛି ।
Comments are closed.