ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ବର: ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମୁଖ୍ୟଯନ୍ତ୍ରୀ ରବିନାରାୟଣ ପୃଷ୍ଟିଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ରେଡ୍ କରୁଛି ଭିଜିଲାନ୍ସ। ଭୁବନେଶ୍ବର ଘର, ଗଞ୍ଜାମସ୍ଥିତ ପୈତୃକ ଘର ଓ ଅଫିସରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଏଥିରେ ବହୁ ଅଫିସର ସାମିଲ ହୋଇଛନ୍ତି।
Comments are closed.