www.samajalive.in
Thursday, December 11, 2025
18.1 C
Bhubaneswar

ସମବାୟ ସମିତି ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ: ଭଦ୍ରକ ଜିଲାର  ତେସିଙ୍ଗା ସେବା ସମବାୟ ସମିତି ସମ୍ପାଦକ ରାଜେନ୍ଦ୍ର ଖଣ୍ଡେୟୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ପୃଥକ ପୃଥକ ଟିମ୍‌ ଏକକାଳୀନ ରାଜେନ୍ଦ୍ରଙ୍କ ୬ଟି ଜାଗାରେ ଚଢ଼ାଉ କରିଛନ୍ତି। ତେସିଙ୍ଗା ପଞ୍ଚାୟତ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସର ଏକ ଟିମ୍‌ ପଶି ଯାଞ୍ଚ କରିଛି। ରାଜେନ୍ଦ୍ରଙ୍କ ପତ୍ନୀ ତେସିଙ୍ଗା ପଞ୍ଚାୟତର ସରପଞ୍ଚ ଥିବା ସୂଚନା ମିଳିଛି। ତେଣୁ ଭିଜିଲାନ୍ସ ପକ୍ଷରୁ ସେଠାରେ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ଚଢ଼ାଉ ଜାରି ରହିଥିବାରୁ ଭିଜିଲାନ୍ସ ପକ୍ଷରୁ ଅଧିକ ସୂଚନା ଦିଆଯାଇ ନାହିଁ।

Hot this week

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

Related Articles

Popular Categories