www.samajalive.in
Saturday, December 6, 2025
19.1 C
Bhubaneswar

କନିଷ୍ଠ କିରାଣୀଙ୍କ ଘରେ ଭିିଜିଲାନ୍ସ ଚଢାଉ

ସମାଜ ଡିଜିଟାଲ ଡେସ୍କ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କନିଷ୍ଠ କିରାଣୀ। ବାଲେଶ୍ୱର ଜିଲା ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ। ଏକକାଳୀନ ୬ଟି ସ୍ଥାନରେ ଚଢାଉ ହେଉଥିବା ସୂଚନା ମିଳିଛି। ଭିଜିଲାନ୍ସର ୬ଜଣିଆ ଟିମ୍‌‌ ପ୍ରଦୀପଙ୍କ ବାସଭବନ ସମେତ ପୈତୃକ ଘର, ନୀଳଗିରିରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ ହୋଇଛି। କନିଷ୍ଠ କିରାଣୀଙ୍କ ନାଁରେ ଦୀର୍ଘ ଦିନ ଅଭିଯୋଗ ହେବା ପରେ ଭିଜିଲାନ୍ସ ଆଜି ଚଢାଉ କରିଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories