www.samajalive.in
Saturday, December 6, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲା ତେଲ ଜଳସେଚନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢୀ। ଠିକାଦାରଙ୍କଠାରୁ ୪୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜିତେନ୍ଦ୍ରଙ୍କୁ ଧରିଥିଲେ ଭିଜିଲାନ୍ସ ଟିମ୍‌‌। ଏହାପରେ କାର୍ଯ୍ୟାଳୟ ସମେ ସୋନପୁର ବାସଭବନରେ ଚଢାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌‌।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories