www.samajalive.in
Friday, December 5, 2025
27.1 C
Bhubaneswar

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଟିଟିଲାଗଡ: ଟିଟିଲାଗଡ଼ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଦିଲେଶ୍ଵର ମାଝୀଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଟିଟିଲାଗଡ଼ ସ୍ଥିତ ସରକାରୀ ବାସଭବନରେ ଭିଜିଲାନ୍ସ ରେଡ ହୋଇଛି । ଆଜି ସକାଳୁ ଭିଜିଲାନ୍ସ ଟିମ ପାଚେରୀ ଡେଇଁ ଘରେ ପ୍ରବେଶ କରି ଖୋଲତାଡ଼ ଜାରୀ ରଖିଛନ୍ତି । ପୂର୍ତ୍ତ ବିଭାଗ କାର‌୍ୟ୍ୟାଳୟ, ସମ୍ବଲପୁର, ବ୍ରଜରାଜନଗର, ଝାରସୁଗୁଡାରେ ଶ୍ରୀ ମାଝିଙ୍କ ଘର ସମେତ ତାଙ୍କ ଶ୍ୱଶୁର ଘର, ପୈତୃକ ଘରେ ମଧ୍ୟ ରେଡ ଚାଲିଥିବା ଭିଜିଲାନ୍ସ ଡ଼ିଏସପି ପୁଲସ୍ତି ଛତ୍ରିଆ ସୂଚନା ଦେଇଛନ୍ତି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories