www.samajalive.in
Monday, December 15, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ କମାଣ୍ଡାଣ୍ଟ, ଜବତ ହେଲା ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଓଏସଏପି ପ୍ରଥମ ବାଟାଲିଅନ କମାଣ୍ଡାଣ୍ଟ। ଗାଡ଼ିରେ ୧.୩୧ ଲକ୍ଷ ଟଙ୍କା ନେଇ ଭୁବନେଶ୍ବର ଯାଇଥିଲାବେଳେ ପ୍ରଥମ ବାଟାଲିଅନ କମାଣ୍ଡାଣ୍ଟ ସୁନୀଲ ବେହେରାଙ୍କୁ ଧରିଲା ଭିଜିଲାନ୍ସ। ହିସାବ ଦେଇ ନ ପାରିବାରୁ ସୁନୀଲଙ୍କ କଟକସ୍ଥିତ ବାସଭବନରେ ଚଢ଼ାଉ ହୋଇଥିଲା। କଟକ ବାସଭବନରେ ଯାଞ୍ଚବେଳେ ଆଉ ୮ଲକ୍ଷ ୭୦ହଜାର ଜବତ ହୋଇଥିଲା। ଗାଡ଼ିରୁ ଜବତ ଓ କଟକ ବାସଭବନରୁ ଚଢ଼ାଉବେଳେ ଜବତ ମୋଟ ୧୦ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଜବତ ପରେ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଢେଙ୍କାନାଳ, କଟକ, ଭୁବନେଶ୍ବର ଓ ପୁରୀସ୍ଥିତ ଘରେ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories