www.samajalive.in
Sunday, December 7, 2025
23.1 C
Bhubaneswar

ଭିଜିଲାନ୍ସ ଜାଲରେ ଫସିଲେ ମୁଖ୍ୟ ଯୋଗାଣ ଅଧିକାରୀ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ମୋଟ ୮ଟି ସ୍ଥାନ ଭୁବନେଶ୍ୱର, ବ୍ରହ୍ମପୁରରେ ଥିବା ଘର ଓ କାର୍ଯ୍ୟାଳୟରେ ଚଢାଉ ଜାରି ରହିଛି।

ଭୁବନେଶ୍ୱରରେ ୩ଟି ବିଲ୍ଡିଂ ଥିବା ଜଣାପଡିଛି। ଚଢାଉ ସମୟରେ ଜରୁରୀ କାଗଜପତ୍ର ସହ ପୁଳା ପୁଳା ସୁନା ଅଳଙ୍କାର, ନଗଦ ଟଙ୍କା ଜବତ କରାଯାଇଛି। ଏହି ଚଢାଉରେ ୮ ଜଣ ଡିଏସପି, ୫ ଇନ୍ସପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ରହିଛନ୍ତି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories