www.samajalive.in
Saturday, December 13, 2025
15.1 C
Bhubaneswar

ବନ୍ଧା ହେଲେ ଟ୍ରାଫିକ ଇନ୍ସପେକ୍ଟର

ଭୁବନେଶ୍ବର: ୧୧ଲକ୍ଷ ସହ ଧରାପଡ଼ିଥିବା ତାଳଚେର ଟ୍ରାଫିକ ଇନ୍ସପେକ୍ଟରଙ୍କୁ ଗିରଫ କରାଯାଇଛି। ଓଏମଭିଡି ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଜିତେନ୍ଦ୍ରଙ୍କ ପାଖରୁ, ଘରୁ ଓ ଭଡ଼ାଘରୁ ମୋଟ ୨୪ଲକ୍ଷ ଟଙ୍କା ପାଇଥିଲା ଭିଜିଲାନ୍ସ। ଆଜି ତାଳଚେରରୁ ଅସ୍ତରଙ୍ଗ ଯିବାବେଳେ ବାଲିଅନ୍ତାରେ ଭିଜିଲାନ୍ସ ହାବୁଡ଼ରେ ଧରାପଡ଼ିଥିଲେ ଜିତେନ୍ଦ୍ର। ତାଳଚେର ଭଡ଼ାଘରୁ ୩ ଲକ୍ଷ ଟଙ୍କା ଏବଂ ୩୩୬ ଗ୍ରାମ ସୁନା ମିଳିଥିଲା। ଏ ସଂକ୍ରାନ୍ତରେ ଅଧିକ ତଦନ୍ତ ଜାରି ରହିଛି ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories