www.samajalive.in
Sunday, December 14, 2025
23.1 C
Bhubaneswar

ଏସିଟିଓଙ୍କ ଘରେ ଚଢାଉ କଲା ଭିଜିଲାନ୍ସ

ବଲାଙ୍ଗୀର : ବଲାଙ୍ଗୀର ଆସିଷ୍ଟାଣ୍ଡ କମରସିଆଲ ଟ୍ୟାକ୍ସ ଅଫିସର(ଏସିଟିଓ) ଧୀରେନ୍ଦ୍ର ନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୂଚନା ଅନୁସାରେ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଭିଜିଲାନ୍ସ ଟିମ୍‍ ଧୀରେନ୍ଦ୍ରଙ୍କ ଘରେ ଚଢାଉ କରି ପ୍ରାୟ ୧କୋଟିରୁ ଊର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଜବତ କରିଛନ୍ତି। ଜବତ ହୋଇଥିବା ସମ୍ପତ୍ତି ମଧ୍ୟରେ ନଗଦ ୪ଲକ୍ଷ ୭୭ ହଜାର ଟଙ୍କା, ୩ଟି ଜମି ଓ ୩ ମହଲା କୋଠା ରହିଥିବା ସୂଚନା ମିଳିଛି। ତେବେ ଏନେଇ ତଦନ୍ତ ଜାରି ରହିଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories