www.samajalive.in
Sunday, December 14, 2025
19.1 C
Bhubaneswar

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଘୁଆ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

 

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁଙ୍କ ଘରେ ଭିଡିଲାନ୍ସ ଚଢଉ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେଶୁକ୍ରବାର ସକାଳେ ଓଡ଼ିଶା ଭିଜିଲାନ୍ସ ବିଭାଗ ବିଷ୍ଣୁ ଚରଣ ସାହୁଙ୍କ ବ୍ରହ୍ମପୁର ବାସଭବନ ସମେତ ଗଞ୍ଜାମ ଜିଲ୍ଲାର ୭ଟି ସ୍ଥାନରେ ଚଢ଼ାଉ ଚାଲିଛି।

- Advertisement -

ଏହି ଚଢଉରେ ଜଣେ ଅତିରିକ୍ତ ଏସ୍.ପି, ୪ ଡିଏସପି, ୯ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ ଜାରି ରହିଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories